ଖେଳ

ଭାରତୀୟ ଦଳକୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ବିଶ୍ୱକପ୍‌‌ କ୍ରିକେଟରେ ଚିର ପ୍ରତିଦ୍ବନ୍ଦୀ ପାକିସ୍ତାନ ବିପକ୍ଷରେ ଭାରତ ୭ ୱିକେଟରେ ବିଜୟୀ ହେବା ପରେ ସାରା ଦେଶରେ ଉତ୍ସବର ବାତାବରଣ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ବିଜୟ ପାଇଁ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଆଗାମୀ ମ୍ୟାଚ୍ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ଭାରତୀୟ ଦଳକୁ ଶୁଭକାମନା ଜଣାଇଛନ୍ତି ।

ଅହମ୍ମଦାବାଦରେ ଭାରତ ସବୁକ୍ଷେତ୍ରରେ ଉତ୍କୃଷ୍ଟ ପ୍ରର୍ଦଶନ କରି ବୃହତ ବିଜୟ ହାସଲ କରିଛି ବୋଲି ଶ୍ରୀ ମୋଦୀ କହିଛନ୍ତି।

One thought on “ଭାରତୀୟ ଦଳକୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

  • Sushanta Kumar Das

    Great news. Congratulations Team India and to all.

    Reply

Leave a Reply

Your email address will not be published. Required fields are marked *